କୋରେଇ ଟ୍ରେନ ଦୁର୍ଘଟଣା: ୨ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷ ଟଙ୍କା ଘୋଷଣା କଲେ ରେଳମନ୍ତ୍ରୀ

ନୂଆଦିଲ୍ଲୀ : ମାଲବାହୀ ଟ୍ରେନ ଟ୍ରାଡେଜିରେ ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ  । ଘଟଣାରେ ଶୋକ ପ୍ରକାଶ କରିବା ସହିତ ୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି । ଗୁରୁତର ଆହତଙ୍କ ପାଇଁ ୧ଲକ୍ଷ ଓ ସାମାନ୍ୟ ଆହତଙ୍କ ପାଇଁ ୨୫ ହଜାର ଟଙ୍କା ଘୋଷଣା କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ।

ମାଲବାହୀ ଟ୍ରେନ ଟ୍ରାଡେଜିରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାର ପାଇଁ ୨ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Related Articles

Back to top button