ଚାକିରିରୁ ବିଦା ହେଲେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ମାମଲାର ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଚନ୍ଦ୍ର ଦାସ

ଭୁବନେଶ୍ୱର: ସ୍ବାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ହତ୍ୟା ମାମଲାର ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଚନ୍ଦ୍ର ଦାସଙ୍କୁ ସୋମବାର ଚାକିରିରୁ ବିଦା କରାଯାଇଛି। ଝାରସୁଗୁଡ଼ା ଏସ୍‌ପି ଚାକିରିରୁ ତାଙ୍କୁ ବରଖାସ୍ତ କରିଛନ୍ତି। ତେବେ ଗୋପାଳଙ୍କୁ ରବିବାରଠାରୁ ଅଟକ ରଖାଯାଇଥିଲା। କ୍ରାଇମ୍‌ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସୋମବାର ପଚରାଉଚରା କରିଥିଲେ । ପରେ ତାଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷେ କ୍ରାଇମବ୍ରାଞ୍ଚ ୭ ଦିନିଆ ରିମାଣ୍ଡରେ ନେବାକୁ ଯୋଜନା ଚାଲିଥିବା ବୋଥ୍ରା କହିଛନ୍ତି।

Related Articles

Back to top button