ଚାଇନାରେ ଭୂକମ୍ପ: ରିକ୍ଟର ସ୍କେଲ୍‌ରେ ତୀବ୍ରତା ୪.୭

ବେଜିଂ,୧୫।୩: ଭୂକମ୍ପରେ ଥରିଲା ଚାଇନା। ହୋଟାନ୍‌ର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୭ ରେକର୍ଡ କରାଯାଇଥିବା ବେଳେ ଗଭୀରତା ୧୭ କି.ମି.ରହିଛି। ତେବେ ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି।

Related Articles

Back to top button