ମେ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା

ଭୁବନେଶ୍ୱର : ରାଜ୍ୟରେ ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ମେ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା କରାଯିବ । ତେବେ ପ୍ରଥମେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟର ଫଳ । ଏହାପରେ କଳା ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ବାହାରିବ । ସେହିପରି ମେ ୩୦ ଓ ୩୧ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ବାହାରିବା ସୂଚନା । ଜୁନ ୮ ସୁଦ୍ଧା କଳା ଓ ଧନ୍ଦାମୂଳକ ଫଳାଫଳ ବାହାରିବ ।

ତିନିଦିନ ପରେ ଅର୍ଥାତ୍ ମେ ୨୯ ରୁ ଖୋଲିବ ସାମ୍ସ ପୋର୍ଟାଲ । ଏଥିସହ ଏହି ପୋର୍ଟାଲ ଯୋଗେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଆଡ଼ମିଶନ ପାଇଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ପିଲାମାନେ ଜୁନ ୨୦ ଯାଏ ନାମଲେଖା ଆବେଦନ କରିପାରିବେ ।

Related Articles

Back to top button