ଆସନ୍ତା ୩ ତାରିଖରୁ ହେବ ମାଟ୍ରିକ୍‍ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ତାରିଖରୁ ମାଟ୍ରିକ୍‍ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ । ଏହା ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଚଳିତବର୍ଷ ୮୦ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ଛାତ୍ରଛାତ୍ରୀମାନେ www.bseodisha.ac.ରେ ପ୍ରବେଶପତ୍ର ଡାଉନ୍‍ଲୋଡ କରିପାରିବେ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

 

Related Articles

Back to top button