ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ ୫ ଜଣ କାର୍ଯ୍ୟକର୍ତ୍ତାଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କାର

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ ୫ ଜଣ କାର୍ଯ୍ୟକର୍ତ୍ତା ତଥା ପଦାଧିକାରୀଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି

ପିସିସି ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ବଡ଼ ସୂଚନା ଦେଇଥିଲେ। ସେ କହିଥିଲେ, ଖୁବଶୀଘ୍ର ବିଶୃଙ୍ଖଳାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। କିଏ ଓ କାହିଁକି କାଳିମାଡ଼ କଲା ଚିହ୍ନଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ଏବଂ କାହା ଇଙ୍ଗିତରେ ଏପରି ଘଟଣା ଘଟିଛି ତାହାର ତଦନ୍ତ ହେବ।

Related Articles

Back to top button