ମୋଦୀଙ୍କୁ ମିଳିଲା ରୁଷର ସର୍ବୋଚ୍ଚ ନାଗରିକ ସମ୍ମାନ

ରୁଷ ରାଷ୍ଟ୍ରପତି ଭ୍ଳାଦିମିର ପୁଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ରୁଷର ସବୋର୍ଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କରିଛନ୍ତି । ମୋଦୀଙ୍କୁ ଦେଶର ଅତ୍ୟନ୍ତ ପ୍ରତିଷ୍ଠିତ ‘ଅର୍ଡର ଅଫ୍ ସେଣ୍ଟ୍ ଆଣ୍ଡ୍ରୁ ଦି ଏପୋଷ୍ଟଲ’ ସମ୍ମାନ ଅଧିକାରିକ ଭାବରେ ପ୍ରଦାନ କରିଛନ୍ତି । ମୋଦୀଙ୍କୁ ମିଳିଥିବା ଏହି ପୁରସ୍କାର ଏହି କଥାର ପ୍ରମାଣ କି ରୁଷ ଏବଂ ଭାରତ ମଧ୍ୟରେ ଏକ ସ୍ୱତନ୍ତ୍ର ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ବିକଶିତ ହୋଇଛି ଏବଂ ଦୁଇ ଦେଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କର୍କୁ ପ୍ରୋତ୍ସାହିତ କରିବାରେ ତାଙ୍କର ବିଶେଷ ଯୋଗଦାନ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରୁଷ ରାଷ୍ଟ୍ରପତିଙ୍କ ମଧ୍ୟରେ ବନ୍ଧୁତାର ଏକ ଉତ୍ତମ ଉଦାହରଣ ଦେଖିବାକୁ ମିଳିଛି ।

Related Articles

Back to top button