ଅସୁସ୍ଥ ହୋଇ ଚିକିତ୍ସିତ ହେଉଛି ପଦ୍ମଶ୍ରୀ କମଳା ପୂଜାରୀ

ପୁଣି ଅସୁସ୍ଥ ହୋଇ ପଡ଼ିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କରାଯାଇଛି ଭର୍ତ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କ୍ୟାବିନରେ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥା କରୁଛନ୍ତି ଅନୁଧ୍ୟାନ।ହସ୍ପିଟାଲ ଯାଇ ତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ଡାକ୍ତରୀ ଟିମ ସହ ଆଲୋଚନା କରିଛନ୍ତି ଜୟପୁର ବିଡିଓ। ବର୍ତ୍ତମାନ କମଳାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା କହିଛନ୍ତି ଡାକ୍ତର ।

Related Articles

Back to top button