ବିନେଶଙ୍କୁ ପଦକ ବିଜେତାର ସମସ୍ତ ସମ୍ମାନ ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନି

ବିନେଶ ଫୋଗାଟଙ୍କୁ ନେଇ ହରିଆଣା ସରକାରଙ୍କ ବଡ଼ ଘୋଷଣା କରିଛନ୍ତି। ବିନେଶଙ୍କୁ ପଦକ ବିଜେତାର ସମସ୍ତ ସମ୍ମାନ ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ହରିଆଣା ମୁଖ୍ୟମନ୍ତ୍ରୀ। ଭିନେଶଙ୍କୁ ସମସ୍ତ ସମ୍ମାନ, ପୁରସ୍କାର, ସୁବିଧା ପ୍ରଦାନ କରାଯିବ। ଅଲିମ୍ପିକ୍ସ ରୌପ୍ୟ ବିଜେତା ଭାବେ ସରକାର ଭିନେଶଙ୍କୁ ସମ୍ମାନୀତ କରିବେ ବୋଲି ଘୋଷଣା କରିଛନ୍ତି।

Related Articles

Back to top button