ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ପ୍ରଦାନ କରିବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ପ୍ରଦାନ କରିବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି । କୁଟୁମ୍ବ ଯୋଜନା ମାଧ୍ୟମରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ସରକାର ଭତ୍ତା ପ୍ରଦାନ କରିବେ । ଏନେଇ ଖୁବ୍‌ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବା ସହିତ ସେମାନଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ଓଡ଼ିଶାରେ ବିଜେପି ସରକାର ଆସିବା ପରେ ବିଭିନ୍ନ ସମସ୍ୟାର ସମାଧାନ ହେବା ସହିତ ବିଭିନ୍ନ ଉନ୍ନତମାନର ଯୋଜନା ମଧ୍ୟ କରାଯାଇ କାର୍ଯ୍ୟକାରୀ କରାଯାଉଛି ।

Related Articles

Back to top button