ବୁଧବାର ରତ୍ନଭଣ୍ଡାରର ପ୍ରାରମ୍ଭିକ ନୀରିକ୍ଷଣ କରିବ ଏଏସଆଇ

ଆସନ୍ତା ୧୮ ତାରିଖରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନୀରିକ୍ଷଣ କରିବ ଏଏସଆଇ । ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ଜଣାଇଛି । ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ପ୍ରାରମ୍ଭିକ ନୀରିକ୍ଷଣ ଏବଂ ଯାଞ୍ଚ ହେବ ବୋଲି ଜଣାପଡିଛି ।

Related Articles

Back to top button