ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ୧୫ ତାରିଖରେ ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଗସ୍ତକାଳରେ ସେ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏଥିରେ ଓଡ଼ିଆ ଅସ୍ମିତା କେନ୍ଦ୍ରର ଭତ୍ତିପ୍ରସ୍ତର ସ୍ଥାପନ ମଧ୍ୟ ସାମିଲ ରହିଛି। କେନ୍ଦ୍ର ଜନଜାତି ମନ୍ତ୍ରୀ ଜୁଏଲ ଓରାମ ଏନେଇ ସୂଚନା ଦେଇଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଗସ୍ତ କରିବେ । ସେହିଦିନ ସହିଦ ମାଧୋସିଂ ହାତଖର୍ଚ୍ଚ ବୃତ୍ତି ଯୋଜନାର ଶୁଭାରମ୍ଭ ହେବ। ଏହି ଅବସରରେ ୪୫୦ଟି ପ୍ରାଥମିକ ସ୍କୁଲ ହଷ୍ଟେଲ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ।

Related Articles

Back to top button