୧୭ ତାରିଖରୁ ବଢ଼ିବ ଶୀତ : ଘନ କୁହୁଡି ନେଇ ୩ ଜିଲ୍ଲାକୁ ସତର୍କ ସୂଚନା ଜାରି

ଘନ କୁହୁଡି ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୭ ତାରିଖରୁ ଶୀତ ବଢିବା ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା । ତେବେ ୧୬ ତାରିଖ ପର୍ଯ୍ୟନ୍ତ ୩ ଜିଲା କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକ ଜିଲାକୁ ଘନ କୁହୁଡି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related Articles

Back to top button