କଟକ ଏସସିବି ମେଡିକାଲରୁ ଚମ୍ପଟ ମାରିଛନ୍ତି ମହିଳା କଏଦୀ

ଜେଲ୍ ଗାର୍ଡଙ୍କୁ ଚକମା ଦେଇ ଜଣେ ମହିଳା କଏଦୀ କଟକ ଏସସିବି ମେଡିକାଲରୁ ଚମ୍ପଟ ମାରିଛନ୍ତି। ‌ତାଙ୍କର ସନ୍ଧାନ ପାଇଁ ଏବେ ତନାଘନା ଆରମ୍ଭ ହୋଇଛି।ମେଡିକାଲର ପ୍ରସୂତି ବିଭାଗରେ ଚିକିତ୍ସିତ ହେଉଥିବା ବେଳେ ମହିଳା କଏଦୀ ଜଣକ ଜେଲ୍ ଗାର୍ଡଙ୍କୁ ଚକମା ଦେଇ ଚମ୍ପଟ ମାରିଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ଚିକିତ୍ସା ପାଇଁ ଚୌଦ୍ଵାର ଜେଲ୍‌ରୁ ଏସସିବି ମେଡିକାଲକୁ ମହିଳା କଏଦୀଙ୍କୁ ଅଣାଯାଇଥିଲା ।

Related Articles

Back to top button