ନବ ଦାସ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ଆମେ ଖୁବ୍ ଶୀଘ୍ର ଚିଠି ଲେଖିବୁ : ଦୀପାବଳୀ ଦାସ
ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ଏହାରି ମଧ୍ୟରେ ଦୁଇ ବର୍ଷ ବିତି ଗଲାଣି । ହେଲେ ଏବେ ମଧ୍ୟ ଏହି ମାମଲାର ସମାଧାନ ହୋଇ ପାରୁ ନାହିଁ । ଏହାରି ମଧ୍ୟରେ ନବ ଦାସଙ୍କ ହତ୍ୟା ମାମଲାରେ ଝିଅ ଦୀପାଳି ଦାସଙ୍କ ବଡ଼ ବୟାନକୁ ନେଇ ଚର୍ଚ୍ଚା ଜୋର ଧରିଛି । ଦୀପାଳି କହିଛନ୍ତି,ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ଆମେ ଦାବି କରିବୁ ଖୁବ୍ ଶୀଘ୍ର ଏନେଇ ଚିଠି ଲେଖିବୁ, ପ୍ରସ୍ତୁତି ଚାଲିଛି ଖୁବ୍ ଶୀଘ୍ର ପ୍ରଦାନ କରିବୁ ।ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଦୁଇ ବର୍ଷ ତଳେ ଆଜିର ଦିନରେ ନବ ଦାସଙ୍କର ହତ୍ୟା କରାଯାଇଥିଲା ।