ବିଶୃଙ୍ଖଳିତ ଆଚରଣ ପାଇଁ ଭିସୁଟର ଶହେ ଛାତ୍ରଛାତ୍ରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭିସୁଟର ଶହେ ଛାତ୍ରଛାତ୍ରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ । କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ । ବିଶୃଙ୍ଖଳିତ ଆଚରଣ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବିଭିନ୍ନ ଖେଳ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଛାତ୍ରଛାତ୍ରୀଙ୍କ ଉପରେ କଟକଣା ଲଗାଯାଇଛି । ମେଡାଲ ଏକାଡେମୀ ପୁରସ୍କାର ସହ ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

Related Articles

Back to top button