ରାଜ୍ୟରେ ଆସନ୍ତା ୧୩ରୁ ୧୫ ତାରିଖ ଯାଏଁ ଲାଗି ରହିବ ବର୍ଷା ।

ରାଜ୍ୟରେ ଆସନ୍ତା ୧୩ରୁ ୧୫ ତାରିଖ ଯାଏଁ ଲାଗି ରହିବ ବର୍ଷା । ଏନେଇ ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଝାଡଖଣ୍ଡ ସଂଲଗ୍ନରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଫଳରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ୧୫ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ୧୧ ଓ ୧୨ ତାରିଖରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Related Articles

Back to top button