News Desk
-
ଓଡ଼ିଶା
ନୀତିକାନ୍ତିରେ ବିଭ୍ରାଟ ହେଲେ ଗ୍ରହଣ କରାଯିବ କଠୋର କାର୍ଯ୍ୟାନୁଷ୍ଠାନ
ଶ୍ରୀମନ୍ଦିରରେ ଲୁହା କଢେଇରେ ରୋଷେଇ ହେବା ଘଟଣା ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ୍ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ଯେ ସେ ବାବଦରେ ସମୀକ୍ଷା କରାଯାଉଛି। ଶ୍ରୀମନ୍ଦିର ପ୍ରଶାସନ…
Read More » -
ଦେଶ
ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଜଣାଇଛନ୍ତି ଶ୍ରଦ୍ଧାଞ୍ଜଳି
ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…
Read More » -
ବିଦେଶ
ନିଆଁ ଲାଗି ଯାଇ ୨୫ ଜଣ ଜୀବନ୍ତ ଦଗ୍ଧ
ବ୍ୟାଂକକରୁ ମଙ୍ଗଳବାର ଏକ ବଡ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ନେଇ ଯାଉଥିବା ବସ୍ରେ ନିଆଁ ଲାଗି ଯାଇ ୨୫ ଜଣ…
Read More » -
ଓଡ଼ିଶା
ଅକ୍ଟୋବର ପୂର୍ବରୁ ଓଡ଼ିଶାରୁ ମୌସୁମି ପ୍ରତ୍ୟାବର୍ତ୍ତନ କରିବା ସମ୍ଭାବନା କମ୍
ଦେଶର ଗୋଟିଏ ପରେ ଗୋଟିଏ ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରୁଛି। ଆଗାମୀ ଦୁଇଦିନ ମଧ୍ୟରେ ରାଜସ୍ଥାନ, ପଞ୍ଜାବ ଏବଂ ହରିୟାନା ରାଜ୍ୟରୁ ମୌସୁମୀ ସମ୍ପୂର୍ଣ୍ଣ…
Read More » -
ଦେଶ
ଆସନ୍ତାକାଲି ଝାଡ଼ଖଣ୍ଡ ଗସ୍ତ କରି ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଝାଡ଼ଖଣ୍ଡ ଗସ୍ତ କରି ୮୩ ହଜାର କୋଟି ଟଙ୍କାର ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ ।…
Read More » -
ଓଡ଼ିଶା
ମହାଳୟାରେ ଭକ୍ତଙ୍କୁ ଧବଳମୁଖୀ ବେଶରେ ଦର୍ଶନ ଦେବେ ମାଆ ସମଲେଶ୍ଵରୀ
ପବିତ୍ର ମହାଳୟା ପାଇଁ ସମଲେଶ୍ଵରୀ ମନ୍ଦିର ଟ୍ରଷ୍ଟବୋର୍ଡ ପକ୍ଷରୁ ଜାରି ହେଲା ଗାଇଡଲାଇନ। ଆସନ୍ତାକାଲି ପବିତ୍ର ମହାଳୟାରେ ସକାଳ ୫ଟା ପରେ ସାଧାରଣ ଭକ୍ତଙ୍କୁ ଧବଳମୁଖୀ ବେଶରେ…
Read More » -
ଦେଶ
ରାସ୍ତା ଉପରୁ କୌଣସି ବି ଧାର୍ମିକ ଢାଞ୍ଚା ହଟାଇବା ଜରୁରୀ : ସୁପ୍ରିମକୋର୍ଟ
ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଶୁଣାଣି କରି କଡା ଟିପ୍ପଣୀ କରିଛନ୍ତି । ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଜନତାଙ୍କ ସୁରକ୍ଷା ସର୍ବ ପ୍ରଥମ ଏବଂ ରାସ୍ତା…
Read More » -
ଓଡ଼ିଶା
ଖୁବ୍ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମା ଯୋଜନା
ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମା ଯୋଜନା । ଏ ନେଇ ମଙ୍ଗଳବାର ନିଜର ପ୍ରତିକ୍ରିୟାରେ କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ…
Read More » -
ଦେଶ
ପୁଣିଥରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି ଜୁନିଅର ଡାକ୍ତର
ପଶ୍ଚିମବଙ୍ଗ ଆରଜି କର ମେଡିକାଲ୍ କଲେଜ ଏବଂ ହସ୍ପିଟାଲ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ପୁଣିଥରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି ଜୁନିଅର ଡାକ୍ତର ।…
Read More » -
ଓଡ଼ିଶା
ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ଶ୍ରୀମନ୍ଦିର ରୋଷ ମଧ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସମସ୍ତ ତିନି ଜଣ ସୁପକାରଙ୍କ ଶ୍ରୀମନ୍ଦିର…
Read More »