ଦୁର୍ବଳ ହେବାରେ ଲାଗିଛି ଡଲାର ତୁଳନାରେ ପାକିସ୍ତାନୀ ଟଙ୍କାର ମୂଲ୍ୟ

ପାକିସ୍ତାନ: ପାକିସ୍ତାନରେ ଆର୍ଥିକ ସଙ୍କଟ ଯୋଗୁଁ ଏବେ ଡଲାର ତୁଳନାରେ ପାକିସ୍ତାନୀ ଟଙ୍କା ରେକର୍ଡ ହ୍ରାସ ପାଇଛି । ପାକିସ୍ତାନୀ ଟଙ୍କା ଗୋଟିଏ ଡଲାର ତୁଳନାରେ ୨୫୫ରେ ପହଞ୍ଚିଛି । ଯାହା ସବୁଠୁ ନିମ୍ନ ସ୍ତର ଅଟେ । ତେବେ କୁହାଯାଉଛି କି ସରକାର ବିନିମୟ ମୂଲ୍ୟ ଉପରେ ନିଜର ଆଭିମୁଖ୍ୟ ହ୍ରାସ କରିବା ପରେ ଏହି ପାକିସ୍ତାନୀ ଟଙ୍କାରେ ହ୍ରାସ ଘଟିଛି ।

ଏହି ହ୍ରାସର ଅନ୍ୟତମ କାରଣ ହେଉଛି ଯେ ପାକିସ୍ତାନ ଆଇଏମଏଫର ସର୍ତ୍ତ ଅନୁସାରେ ପଦକ୍ଷେପ ନେଇଛି । ଖୋଲା ବଜାର ମୂଲ୍ୟ ଅନୁଯାୟୀ ଏହାର ଟଙ୍କା ଉପରେ ପାକିସ୍ତାନ ସରକାରଙ୍କର ହସ୍ତକ୍ଷେପ ରହୁନାହିଁ ।

Related Articles

Back to top button