ଓଡ଼ିଶା
-
ଆସନ୍ତା ୫ ଦିନ ମଧ୍ୟରେ ଝଡ଼, ବଜ୍ରପାତ ନେଇ ୩୦ ଜିଲ୍ଲାକୁ ଚେତାବନୀ ଜାରି
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆସନ୍ତା ୫ ଦିନ ମଧ୍ୟରେ ଝଡ଼, ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି। ଆସନ୍ତା ୨୪ ଘଣ୍ଟା…
Read More » -
ରାସନ କାର୍ଡର ସୁବିଧାରୁ ବାଦ୍ ପଡ଼ିବେ E-KYC କରିନଥିବା ହିତାଧିକାରୀ
ଖୁବଶୀଘ୍ର ସରିବ ରାସନ କାର୍ଡ E-KYC ପ୍ରକ୍ରିୟା। ଯେଉଁମାନେ E-KYC କରିନାହାନ୍ତି ସେମାନଙ୍କୁ ରାସନ କାର୍ଡର ସୁବିଧାରୁ ବାଦ୍ ଦିଆଯିବ । ଜୁନ୍ରେ ଏହି ପ୍ରକ୍ରିୟା ଶେଷ…
Read More » -
ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଆସିବେ ପ୍ରଧାନମନ୍ତ୍ରୀ । ଜୁନ୍…
Read More » -
ସାତ ଜନ୍ମର ସାଥି ହେଲେ ବିଜେଡିର ପୂର୍ବତନ ସାଂସଦ ପିନାକୀ ମିଶ୍ର ଓ ଟିଏମସି ସାଂସଦ ମହୁଆ ମୈତ୍ର
ବିଜେଡିର ପୂର୍ବତନ ପୁରୀ ସାଂସଦ ପିନାକୀ ମିଶ୍ର ଓ ଟିଏମସି ସାଂସଦ ମହୁଆ ମୈତ୍ରଙ୍କୁ ବିବାହ କରିଛନ୍ତି । ଉଭୟଙ୍କ ବିବାହ ଜର୍ମାନୀରେ ହୋଇଥିବା ନେଇ ଜାତୀୟ…
Read More » -
ସ୍ନାନ ପୂର୍ଣ୍ଣିମା ପାଇଁ ବୈଠକ : ପୁରୀ ଜଗିବେ ପ୍ରାୟ ୭୦ ପ୍ଲାଟୁନ୍ ଫୋର୍ସ
ରଥଯାତ୍ରା ପୂର୍ବରୁ ଆଗାମୀ ୧୧ ତାରିଖରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ଅନୁଷ୍ଠିତ ହେବ। କେନ୍ଦ୍ରାଞ୍ଚଳ ପୁଲିସ ଆଇ ଜି ପ୍ରବୀଣ କୁମାର ଜୁନ୍ ୫…
Read More » -
ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ତିନି ରଥର ୪୨ ଟି ଯାକ ଚକ ଓ ୨୧ ଅଖ ଡେରା କାର୍ଯ୍ୟ ସମ୍ପନ୍ନ
ପ୍ରବଳ ଗରମ ଓ ଗୁଳୁଗୁଳି ସତ୍ତ୍ୱେ ଆଗେଇ ଚାଲିଛି ରଥ କାମ । ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ବିଶ୍ଵକର୍ମାମାନେ ରଥ ନିର୍ମାଣର ଆଉ ଗୋଟିଏ ପର୍ଯ୍ୟାୟ…
Read More » -
ଭୁଲ ଇଞ୍ଜେକସନରୁ ମୃତ୍ଯୁ ଘଟଣାରେ ଡିଏମଇଟି ଗଠନ କରିଛନ୍ତି ପାଞ୍ଚ ଜଣିଆ ଟିମ
DMET ଗଠନ କଲେ ପାଞ୍ଚ ଜଣିଆ ଟିମ । କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଭୁଲ ଇଞ୍ଜେକସନରୁ ମୃତ୍ଯୁ ଘଟଣାରେ ଡିଏମଇଟି ଗଠନ କରିଛନ୍ତି…
Read More » -
ନୂଆ ପଦ୍ଧତିରେ କାର୍ଯ୍ୟ କରୁଛନ୍ତି ସରକାର ତେଣୁ ଅଧିକାରୀମାନେ ନିଜର ମାନସିକତାରେ ପରିବର୍ତ୍ତନ କରନ୍ତୁ
ଏଣିକି ଆଉ ଚିରାଚରିତ ପଦ୍ଧତିରେ କାର୍ଯ୍ୟ ହେବ ନାହିଁ, ନୂଆ ପଦ୍ଧତିରେ କାର୍ଯ୍ୟ କରୁଛନ୍ତି ସରକାର ତେଣୁ ଅଧିକାରୀମାନେ ନିଜର ମାନସିକତାରେ ପରିବର୍ତ୍ତନ କରନ୍ତୁ ବୋଲି କହିଛନ୍ତି…
Read More » -
ଜୁନ ୬ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ଗ୍ରୀଷ୍ମ ଲହରୀ
ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରି । ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା । ଆଜି ସକାଳୁ ପାରଦ ୩୪ଡିଗ୍ରୀ ଟପିଛି ।…
Read More » -
ଆମେ ଓଡିଶାର 30ଟି ଜିଲ୍ଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦେଉଛୁ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ…
Read More »