ଓଡ଼ିଶା
-
କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ
କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ବୁଧବାର ହାଇକୋର୍ଟ ଶୁଣାଣି କରିଛନ୍ତି । ହାଇକୋର୍ଟରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି ।ଶିକ୍ଷକ ନିଯୁକ୍ତିରେ ହୋଇଥିବା…
Read More » -
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀର ରାଜରାସ୍ତାରେ ବୁଲିଲା ଖଣ୍ଡା
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀର ରାଜରାସ୍ତାରେ ବୁଲିଲା ଖଣ୍ଡା। ପୁଲିସ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏହି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଜାଗମରା…
Read More » -
ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ
ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ତେବେ ଆସନ୍ତା…
Read More » -
ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ
ବୁଧବାର ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି…
Read More » -
ଆକାଶ ମେଘାଛନ୍ନ ରହିବା ସହ ହାଲୁକା ବର୍ଷା ସମ୍ଭାବନା
ଆଜିଠୁ ରାଜ୍ୟରେ ଆକାଶ ମେଘାଛନ୍ନ ରହିବା ସହ ହାଲୁକା ବର୍ଷା ହେବ । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ଏଭଳି ପାଗ…
Read More » -
୨ ବର୍ଷର ବଣ୍ଡ୍ ଅବଧି ପୂରଣ ନକଲେ ଦୁଇଗୁଣା ଜରିମାନା।
ରାଜ୍ୟର ସରକାରୀ ମେଡିକାଲ୍ କଲେଜ କିମ୍ବା ଡେଣ୍ଟାଲ୍ କଲେଜରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହୋଇଥିବା ବଣ୍ଡ ନିୟମରେ ରାଜ୍ୟ ସରକାର ପରିବର୍ତ୍ତନ ଆଣିଛନ୍ତି । ୨…
Read More » -
ଫେବୃଆରୀ 16 ରୁ ଆରମ୍ଭ ହୋଇ 24 ତାରିଖ ଯାଏ ଚାଲିବ ଐତିହାସିକ ଖଣ୍ଡଗିରି କୁମ୍ଭମେଳା
ଫେବୃଆରୀ 16 ରୁ ଆରମ୍ଭ ହୋଇ 24 ତାରିଖ ଯାଏ ଚାଲିବ ଐତିହାସିକ ଖଣ୍ଡଗିରି କୁମ୍ଭମେଳା । ଏହା ପୂର୍ବରୁ ବିଏମସି ପକ୍ଷରୁ ବସିଥିଲା ପ୍ରସ୍ତୁତି ବୈଠକ…
Read More » -
ସୁନାପୁର ବେଳାଭୂମିକୁ ମିଳିଲା ଅନ୍ତର୍ଜାତୀୟ ‘ବ୍ଲୁ-ଫ୍ଲାଗ୍ ବିଚ୍’ର ମାନ୍ୟତା
ଗଞ୍ଜାମ ଜିଲ୍ଲାର ସୁନାପୁର ବେଳାଭୂମିକୁ ଅନ୍ତର୍ଜାତୀୟ ‘ବ୍ଲୁ-ଫ୍ଲାଗ୍ ବିଚ୍’ର ମାନ୍ୟତା ମିଳିଛି । ପରିବେଶ ମାନ, ପରିଚ୍ଛନ୍ନତା ଓ ପର୍ଯ୍ୟଟକ ଅନୁକୂଳ ପରିବେଶ ଭଳି ବିଭିନ୍ନ ଦିଗକୁ…
Read More » -
ବୁଧବାରଠାରୁ ରାଜ୍ୟରେ ଆକାଶ ମେଘାଛନ୍ନ ରହିବା ସହ ହାଲୁକା ବର୍ଷା ହେବ
ବୁଧବାରଠାରୁ ରାଜ୍ୟରେ ଆକାଶ ମେଘାଛନ୍ନ ରହିବା ସହ ହାଲୁକା ବର୍ଷା ହେବ। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ଏଭଳି ପାଗ ରହିବ…
Read More » -
ଫେବୃଆରୀ ୫ରୁ ୧୩ ପର୍ଯ୍ୟନ୍ତ ଚାଲିବ ଷୋଡଶ ବିଧାନସଭାର ୧୫ ତମ ଅଧିବେଶନ
ଫେବୃଆରୀ ୫ ତାରିଖରୁ ଆରମ୍ଭ ହେବ ଷୋଡଶ ବିଧାନସଭାର ୧୫ ତମ ଅଧିବେଶନ । ଫେବୃଆରୀ ୫ରୁ ୧୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ । ଅଧିବେଶନରେ…
Read More »