ଓଡ଼ିଶା
-
ଅଲଚିକି ଲିପିର ୧୦୦ ବର୍ଷ ପୂରଣ ସମାରୋହ ୧ ବର୍ଷ ବ୍ୟାପି ସାରା ରାଜ୍ୟରେ ପାଳିତ ହେବ
ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବାସଭବନକୁ ସ୍ମାରକୀ ତୀର୍ଥସ୍ଥଳୀ ଓ ତାଙ୍କ ସମାଧି ପୀଠକୁ ଐତିହ୍ୟ ସ୍ମୃତି ପୀଠ ଭାବେ ପରିଣତ କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର…
Read More » -
ଶ୍ରୀମନ୍ଦିର ସୁରକ୍ଷାରେ ମୁତୟନ ହେଲା ଆର୍ମଡ୍ ଭେଇକିଲ୍ : ସୁରକ୍ଷା ଅନୁଧ୍ୟାନ କଲେ ନିଜେ ଡିଜିପି ୱାଇବି ଖୁରାନିଆ
ଶ୍ରୀମନ୍ଦିର ସୁରକ୍ଷାରେ ମୁତୟନ ହେଲା ଆର୍ମଡ୍ ଭେଇକିଲ୍। ସୁରକ୍ଷା ଅନୁଧ୍ୟାନ କଲେ ନିଜେ ଡିଜିପି ୱାଇବି ଖୁରାନିଆ। ଏଥିସହ ସ୍ନାନଯାତ୍ରା ଓ ରଥଯାତ୍ରା ନେଇ ମଧ୍ୟ ଅନୁଧ୍ୟାନ।…
Read More » -
ଜୁନ୍ ୨୫ ତାରିଖ ଦିନ ଭୁବନେଶ୍ବରରେ ଆୟୋଜିତ ହେବାକୁ ଯାଉଛି ୬ଷ୍ଠ ଓଡ଼ିଶା ପର୍ଯ୍ୟଟନ ସମ୍ମିଳନୀ
ଓଡ଼ିଶା ହୋଟେଲ ଓ ରେଷ୍ଟୁରାଷ୍ଟ ସଂଘ ପକ୍ଷରୁ ଜୁନ୍ ୨୫ ତାରିଖ ଦିନ ଭୁବନେଶ୍ବରରେ ଆୟୋଜିତ ହେବାକୁ ଯାଉଛି ୬ଷ୍ଠ ଓଡ଼ିଶା ପର୍ଯ୍ୟଟନ ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ମୋହନ…
Read More » -
ଜିଆଇଇଟି ବିଶ୍ୱବିଦ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ
ଜିଆଇଇଟି ବିଶ୍ୱବିଦ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ବିଶ୍ୱବିଦ୍ୟାଳୟର କମ୍ପ୍ୟୁଟର ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି । ସର୍ଟ ସର୍କିଟରୁ…
Read More » -
ରେଡ୍ ଜୋନ୍ରେ ଡ୍ରୋନ୍ ଦେଖାଗଲେ ଡାଉନ୍ କରିଦେବ ପୁଲିସ
ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ମଧ୍ୟରେ ଆଜି ଓଡ଼ିଶାର ସୁରକ୍ଷା ବ୍ୟବସ୍ଥାକୁ ନେଇ ବୈଠକ ବସିଥିଲା । ଏହି ବଡ଼ ଧରଣର ବୈଠକରେ ଅନେକ ଗୁଡ଼ିଏ…
Read More » -
ଶ୍ରୀମନ୍ଦିର ସେବକ ଭାବେ କାହିଁକି ଯୋଗଦେଲେ , ଏନେଇ ଜବାବ ରଖିବେ ଦଇତାପତି ସେବକ ଶ୍ରୀ ରାମକୃଷ୍ଣ ଦାସ ମହାପାତ୍ର
ଦଇତାପତି ସେବକ ଶ୍ରୀ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ କୈଫିୟତ୍ ତଲବ ନୋଟିସ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ନୋଟିସ ପାଇବାର ୨…
Read More » -
ଚଳିତ ବର୍ଷ ଦକ୍ଷିଣ -ପଶ୍ଚିମ ମୌସୁମୀ ବାୟୁ ଦେଶକୁ ଶୀଘ୍ର ଛୁଇଁବ
ଏଥର ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ। ଚଳିତ ବର୍ଷ ଦକ୍ଷିଣ -ପଶ୍ଚିମ ମୌସୁମୀ ବାୟୁ ଦେଶକୁ ଶୀଘ୍ର ଛୁଇଁବ। ଜୁନ୍ ୧ ତାରିଖ ସାଧାରଣ ଆରମ୍ଭ ତାରିଖ…
Read More » -
ଅପରେସନ୍ ସିନ୍ଦୂର ପାଇଁ ରାଜ୍ୟର ସବୁ ଜିଲ୍ଲାପାଳ , ଆରଡିସି ଏବଂ ଆଇପିଏସ୍ ଅଫିସରଙ୍କ ଛୁଟି ବାତିଲ
ଅପରେସନ୍ ସିନ୍ଦୂର ଜରିଆରେ ଭାରତ ପହଲଗାଓଁ ଆକ୍ରମଣର ପ୍ରତିଶୋଧ ନେଉଛି। ଏହାରି ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ରାଜ୍ୟର ସବୁ ଜିଲ୍ଲାପାଳ , ଆରଡିସି…
Read More » -
ଆସନ୍ତା ୧୬ରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା
ରାଜ୍ୟରେ ଆରମ୍ଭ ହୋଇଛି ଅସହ୍ୟ ଗୁଳୁଗୁଳି। ଉପକୂଳ ଓଡ଼ିଶାରେ ଏହି ସ୍ଥିତି ଆସନ୍ତା ୬ ଦିନ ପର୍ଯ୍ୟନ୍ତ ଜାରି ରହିବ ଓ ଆସନ୍ତା ୧୦ ତାରିଖରୁ ତାପମାତ୍ରା…
Read More » -
ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇବାର ସମ୍ଭାବନା
କାଳବୈଶାଖୀ ପରେ ରାଜ୍ୟରେ ଆରମ୍ଭ ହୋଇଯାଇଛି ଗ୍ରୀଷ୍ମ ପ୍ରବାହ । ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ପାଇଁ ଲୋକମାନେ ହନ୍ତସନ୍ତ ହେଉଛନ୍ତି । ଦିନକୁ ଦିନ…
Read More »