ଓଡ଼ିଶା
-
ଓଆରଏଚଡିସି ଦୁର୍ନୀତି ମାମଲାରେ ବିନୋଦ କୁମାରଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର: ଓଡ଼ିଶା ଗ୍ରାମ୍ୟ ଗୃହ ଓ ବିକାଶ ନିଗମ (ଓଆରଏଚଡିସି) ମାମଲାରେ ପୂର୍ବରୁ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ମେଟ୍ରୋ ବିଲଡର୍ସ ନିର୍ଦ୍ଦେଶକ ପୀୟୂଷ ମହାନ୍ତୁଙ୍କ ଆଶ୍ୱସ୍ତି…
Read More » -
ନଭେମ୍ବର ୮ରେ ଚଳିତ ବର୍ଷର ଶେଷ ଚନ୍ଦ୍ର ଗ୍ରହଣ
ନୂଆଦିଲ୍ଲୀ:ଚଳିତ ବର୍ଷର ଶେଷ ଏବଂ ଦ୍ୱିତୀୟ ଚନ୍ଦ୍ର ଗ୍ରହଣ ଆସନ୍ତା ମାସରେ ଅର୍ଥାତ୍ ନଭେମ୍ବରରେ ହେବାକୁ ଯାଉଛି। ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ ବର୍ଷର ଦ୍ୱିତୀୟ ଚନ୍ଦ୍ରଗ୍ରହଣ ନଭେମ୍ବର…
Read More » -
ଧାମନଗର ଉପନିର୍ବାଚନ ପ୍ରଚାର ବେଳେ ଟଙ୍କା ବାଣ୍ଟୁଥିବା ଦୁଇ ମହିଳାଙ୍କ ନାଁରେ ଏତଲା
ଭୁବନେଶ୍ୱର: ଭଦ୍ରକ ଧାମନଗର ଉପନିର୍ବାଚନ ପାଇଁ ପ୍ରଚାର ବେଳେ ଦୁଇ ମହିଳା ନଗଦ ଟଙ୍କା ବାଣ୍ଟୁଥିବା ନେଇ ବିଜେପିର ଅଭିଯୋଗ ପରେ ନିର୍ବାଚନ କମିଶନ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
Read More » -
କଟକରେ ନକଲି ଔଷଧ କାରବାର ଘଟଣାରେ ଦୁଇ ଗିରଫ
କଟକ: କଟକରେ ନକଲି ଔଷଧ କାରବାର ଘଟଣାରେ ପୋଲିସ ବୁଧବାର ଦୁଇ ଜଣଙ୍କୁ ଗିରଫ କରିଛି। ପୂର୍ବରୁ ଗିରଫ ଦୁଇ ଡିଷ୍ଟ୍ରିବ୍ୟୁଟରଙ୍କ ଠାରୁ ଏମାନେ ଔଷଧ କିଣୁଥିଲେ…
Read More » -
ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଘଟଣାରେ ପରିବହନ ବିଭାଗକୁ ସତ୍ୟପାଠ ସହ ତଥ୍ୟ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ନେଇ ଆବଶ୍ୟକୀୟ ଭିତ୍ତିଭୂମିରେ କି ପ୍ରକାର ସୁଧାର ହୋଇଛି, ସେନେଇ ସତ୍ୟପାଠ ଜରିଆରେ ତଥ୍ୟ ଦେବାକୁ ପରିବହନ ବିଭାଗକୁ…
Read More » -
ମୁଖ୍ୟ ବିଚାରପତିଙ୍କ କୋର୍ଟ କାର୍ଯ୍ୟରୁ ଆଇନଜୀବୀ ବିରତ ରହିବେ: ହାଇକୋର୍ଟ ବାର ଆସୋସିଏସନର ନିଷ୍ପତ୍ତି
କଟକ: ହାଇକୋର୍ଟ ବାର ଆସୋସିଏସନର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ମୁଖ୍ୟ ବିଚାରପତିଙ୍କ କୋର୍ଟ କାର୍ଯ୍ୟରୁ ଆଇନଜୀବୀ ବିରତ ରହିବେ ବୋଲି ଆସୋସିଏସନ କହିଛି। ଆସନ୍ତାକାଲି ବା ଗୁରୁବାର ଠାରୁ…
Read More » -
ଗଣମାଧ୍ୟମକୁ ଅର୍ଚ୍ଚନାଙ୍କ ତାଗିଦ ‘ମିଥ୍ୟା ଖବର ପ୍ରଚାର କରନ୍ତୁ ନାହିଁ’
ଭୁବନେଶ୍ୱର: ମାସକ ପରେ ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କୁ କ୍ୟାମେରା ସାମ୍ନାରେ ଦେଖିବାକୁ ମିଳିଛି। ବୁଧବାର କଡ଼ା ସୁରକ୍ଷା ବଳୟ ଭିତରେ ଝାରପଡ଼ା ଜେଲ୍ରୁ ଭୁବନେଶ୍ୱର ଏସ୍ଡିଜିଏମ୍…
Read More » -
ଓଆରଏଚଡିସି ଦୁର୍ନୀତି ମାମଲାରେ ପୀୟୁଷ ମହାନ୍ତିଙ୍କୁ ମିଳିଲା ଜାମିନ
କଟକ: ଓଆରଏଚଡିସି ଦୁର୍ନୀତି ମାମଲାରେ ପୀୟୁଷ ମହାନ୍ତିଙ୍କୁ ମିଳିଲା ଆଶ୍ୱସ୍ତି । କୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଗୃହ ନିର୍ମାଣ ଏବଂ…
Read More » -
ଗ୍ୟାଙ୍ଗଷ୍ଟର ସକିଲଙ୍କୁ ବର୍ଷେ ଲାଗି ତଡ଼ିପାର ନିର୍ଦ୍ଦେଶ
କଟକ: ଗ୍ୟାଙ୍ଗଷ୍ଟର ସକିଲଙ୍କୁ ତଡ଼ିପାର ନିର୍ଦ୍ଦେଶ। ବିଭିନ୍ନ ଅପରାଧିକ କାର୍ଯ୍ୟକଳାପରେ ସାମିଲ ଥିବାରୁ ତାଙ୍କ ନିକଟକୁ ବର୍ଷେ ଲାଗି ତଡ଼ିପାର ନୋଟିସ ପଠାଇଛି କଟକ କମିଶନରେଟ ପୋଲିସ।…
Read More » -
ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ ମାମଲାରେ ପୂର୍ବତନ ଏଜି ଅଶୋକ ମହାନ୍ତିଙ୍କ ଡିସ୍ଚାର୍ଜ ପିଟିଶନ ଖାରଜ
କଟକ: ପୂର୍ବତନ ଆଡ୍ଭୋକେଟ ଜେନେରାଲ ଅଶୋକ ମହାନ୍ତିଙ୍କ ପାଇଁ ବଢ଼ିଛି ଅଡୁଆ। ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ ମାମଲାରୁ ତାଙ୍କୁ ବାଦ ଦେବାକୁ ସେ କରିଥିବା ଆବେଦନକୁ ବୁଧବାର ହାଇକୋର୍ଟ…
Read More »