ଓଡ଼ିଶା
-
ମଧୁପାଟଣା ଛକ ନିକଟରେ ଜଳିଗଲା ‘ମୋ ବସ’
କଟକ ମଧୁପାଟଣା ଛକ ନିକଟରେ ‘ମୋ ବସ’ ଜଳିଗଲା। ଭୁବନେଶ୍ୱରରୁ କଟକ ଫେରୁଥିବାବେଳେ ମଧୁପାଟଣା ଛକ ନିକଟରେ ‘ମୋ ବସ’ଟି ଜଳିଯାଇଥିବା ସୂଚନା ମିଳିଛି। ‘ମୋ ବସ’ରେ…
Read More » -
ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ର ଜଳ ଆୟୋଗ ଓ କେନ୍ଦ୍ର ସରକାରଙ୍କୁ ଭେଟି ଦାବି ପତ୍ର ପ୍ରଦାନ କରିଛି ବିଜେଡି ଟିମ୍।
ଆନ୍ଧ୍ର ସରକାରଙ୍କ ଦ୍ବାରା ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ ଯୋଗୁଁ ମାଲକାନଗିରି ଜିଲ୍ଲାର ମୋଟୁ ଅଞ୍ଚଳର କିଛି ପଞ୍ଚାୟତ କ୍ଷତିଗ୍ରସ୍ତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହି ପ୍ରକଳ୍ପ…
Read More » -
ସମ୍ବଲପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ
ସମ୍ବଲପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଧାନ କିଣାବିକା, ଇନପୁଟ ସବସିଡି ପ୍ରଦାନ ଓ ରାଜସ୍ବ…
Read More » -
କଟକ କମିଶନରେଟ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ : ଗୁଡ଼ି ଉଡ଼ାଇବା ପାଇଁ ମାଞ୍ଜା ସୂତାକୁ ବାରଣ
ଗୁଡି ଉଡ଼ା ସମୟରେ ଘଟୁଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଟକ କମିଶନରେଟ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି। ମାଞ୍ଜା ସୂତା ବିକ୍ରି କିମ୍ବା ସୂତାରେ ଗୁଡ଼ି…
Read More » -
ଆଗାମୀ ୨ ଦିନ ଯାଏ ଶୀତରେ ଥରିବ ଆଭ୍ୟନ୍ତରୀଣରୁ ଉପକୂଳରୁ ଓଡିଶା
ରାଜ୍ୟର ସବୁଠୁ ଥଣ୍ଡା ସହର ଜି. ଉଦୟଗିରି ରହିଛି। ଶନିବାର ଦିନ ସର୍ବନିମ୍ନ ତାପମାତ୍ରା ୫.୨ ଡିଗ୍ରୀ ସେଲ୍ସିୟସ ଥିବା କୃଷି ଗବେଷଣା କେନ୍ଦ୍ର ତରଫରୁ ଜାଣିବାକୁ…
Read More » -
ପ୍ରକାଶ ପାଇଛି ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା ରେଜଲ୍ଟ
ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା (ଏନଆରଟିଏସ୍) ରେଜଲ୍ଟ ପ୍ରକାଶ ପାଇଛି । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଏହି ପରୀକ୍ଷାର ରେଜଲ୍ଟ ବୋର୍ଡ…
Read More » -
୧୭ରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି : ବାହାର କାଠରୁ ଭକ୍ତମାନେ କରିବେ ଦର୍ଶନ
ରତ୍ନଭଣ୍ଡାର ମରାମତି ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପ୍ରସ୍ତୁତି ବୈଠକ ଶେଷ ହୋଇଛି। ଆଜି ଶ୍ରୀମନ୍ଦିର ପ୍ରଶାସକ ଓ ଜିଲ୍ଲାପାଳଙ୍କ ନେତୃତ୍ବରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ…
Read More » -
ମୟୂରଭଞ୍ଜ ଜିଲା ଶିମିଳିପାଳ ଅଞ୍ଚଳରେ ୫ ଡିଗ୍ରୀ ଛୁଇଁଲା ସର୍ବନିମ୍ନ ତାପମାତ୍ରା
ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟର ଚହଲା ଏବଂ ଉପର ବାରାକାମୁଡାରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଫଳରେ ପାଦ ଦେଶ ତଥା…
Read More » -
ବସୁନ୍ଧରା ଯୋଜନାରେ ମିଳିବ ୪ ଡିସିମିଲ ଜାଗା : ଏଣିକି ବିକ୍ରୀ କରାଯାଇ ପାରିବନାହିଁ ଏହି ଜାଗା
ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ମିଳିବ ୪ ଡିସିମିଲ ଜାଗା ; ଯେଉଁମାନଙ୍କୁ କମ୍ ଜାଗା ମିଳିଛି ସେମାନଙ୍କୁ ମଧ୍ୟ ମିଳିବ ସମାନ ପରିମାଣର ଜାଗା। ଏନେଇ ବଡ…
Read More » -
ନିଯୁକ୍ତି ମେଳାରେ ୩୭୬ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜି ରାଜ୍ୟ ସରକାରଙ୍କ ଦ୍ବାରା ଆୟୋଜିତ ନିଯୁକ୍ତି ମେଳାରେ ୩୭୬ ଜଣ ନିଯୁକ୍ତି ପାଇଛନ୍ତି। ଏଥିରେ ସ୍ବାସ୍ଥ୍ୟ ବିଭାଗର ୮୫ ଜଣ ହୋମିଓପାଥିକ ଚିକିତ୍ସକ ଓ ୨୩୯…
Read More »