ଓଡ଼ିଶା
-
ଉତ୍ତର ଓଡିଶାରେ ବନ୍ୟା ସ୍ଥିତି: ସୁବର୍ଣ୍ଣରେଖାରେ ଜଳସ୍ତର ବିପଦ ସଙ୍କେତ ଉପରେ
ବାଲେଶ୍ୱର: ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି। ସୁବର୍ଣ୍ଣରେଖାରେ ବିପଦ ସଙ୍କେତ ଟପିଛି ଜଳସ୍ତର । ରାଜଘାଟ ଠାରେ ବିପଦ ସଙ୍କେତ ୧୦.୩୬ ମିଟର ଥିବାବେଳେ ଏବେ ୧୦.୩୮…
Read More » -
ମନରେଗା ଶ୍ରମିକଙ୍କ ମଜୁରୀ ସମ୍ପର୍କରେ ଚିଠି ଲେଖି ପ୍ରଧାନମନ୍ତ୍ରୀଙ୍କୁ ଦାବି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ମନରେଗା(ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା) ପ୍ରସଙ୍ଗରେ ନବୀନ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଜଣାଇଛନ୍ତି।…
Read More » -
ଲାଞ୍ଚ ନେଇ ଧରାପଡ଼ିଲେ ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ମୁଖ୍ୟ କିରାଣି
ଢେଙ୍କାନାଳ: ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ମୁଖ୍ୟ କିରାଣି ଉତ୍ତମ କୁମାର ରାଉତ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ୮ ହଜାର ୫ ଶହ ଟଙ୍କା ଲାଞ୍ଚ…
Read More » -
ଉତ୍ତର ଓଡ଼ିଶାରେ ବନ୍ୟା ବିପର୍ଯ୍ୟୟ
ଭୁବନେଶ୍ୱର : ଲଘୁଚାପ ବର୍ଷା ସହ ଝାଡ଼ଖଣ୍ଡ ଗାଲୁଡିହ ବ୍ୟାରେଜ୍ ପାଣି ଉତ୍ତର ଓଡ଼ିଶାରେ ବନ୍ୟା ବିପର୍ଯ୍ୟୟ ସୃଷ୍ଟି କରିଛି। ସୁବର୍ଣ୍ଣରେଖା, ବୁଢାବଳଙ୍ଗ, ସାଳନ୍ଦୀ ଓ ବୈତରଣୀ…
Read More » -
‘ତୁ ମୋର ଓକେ’ ଓଡ଼ିଆ ଫିଲ୍ମକୁ ଶୁଭେଚ୍ଛା ଜଣାଇଲେ ଅମିତାଭ ବଚ୍ଚନ
ବିଗ୍ ବି’ ଅମିତାଭ ବଚ୍ଚନ ଟୁଇଟରରେ ଓଡ଼ିଆ ଫିଲ୍ମ ତୁ ମୋର ଓକେକୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି, ଶୀତଲ ଏବଂ ତୁ ମୋର ଓକେ ଟିମ୍କୁ…
Read More » -
ଆଜି ଭାଦ୍ରବ କୃଷ୍ଣ ଏକାଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ
ପୁରୀ : ଆଜି ଭାଦ୍ରବ କୃଷ୍ଣ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନ ଉପରେ ବିରାଜିତ…
Read More » -
କୋରାପୁଟ ମସ୍ତିପୁଟ ଗ୍ରାମରେ ବ୍ୟାପୁଛି ଝାଡ଼ାବାନ୍ତି: ପୁଣି ୪ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି
କୋରାପୁଟ: କୋରାପୁଟ ମସ୍ତିପୁଟ ଗ୍ରାମରେ ବ୍ୟାପୁଛି ଝାଡ଼ାବାନ୍ତି। ପୁର୍ବରୁ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ପୁଣି ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ…
Read More » -
ରେଙ୍ଗାଲିରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ
କଣିହା: ଅନୁଗୋଳ ରେଙ୍ଗାଲି ଡ୍ୟାମରୁ ବର୍ଷର ପ୍ରଥମ ବନ୍ୟାଜଳ ସୋମବାର ଛଡ଼ାଯାଇଛି। ଡ୍ୟାମର କେବଳ ଗୋଟିଏ ଗେଟ (୮ ନଂ.)ଖୋଲା ଯାଇଛି । ୮ ନମ୍ବର ଗେଟ…
Read More » -
ବନ୍ୟା ବେଳେ କଳାବଜାରୀ କଲେ କଠୋର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ଲାଗି ରହିଥିବାରୁ ଅତ୍ୟାବଶ୍ୟକ ସାମଗ୍ରୀକୁ ମହଜୁତ ରଖି କଳାବଜାରୀ କରୁଥିବା ଅସାଧୁ ବ୍ୟବସାୟୀ ମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…
Read More » -
ସୁବର୍ଣ୍ଣରେଖାରେ ବନ୍ୟା: ୧୬ ହଜାର ଲୋକ ସ୍ଥାନାନ୍ତର ହେଲେଣି
ବାଲେଶ୍ବର: ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଉତ୍ତର ବାଲେଶ୍ଵରର ଭୋଗରାଇ ଓ ବାଲିଆପାଳ ଅଞ୍ଚଳରେ ପାଣି ପଶିଥିବା ଦେଖିବାକୁ ମିଳିଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ…
Read More »