
ଛତିଶଗଡରେ ସୁରକ୍ଷାବଳ ଏନକାଉଣ୍ଟରରେ ୧୨ ମାଓବାଦୀ ନିପାତ
ଛତିଶଗଡରେ ସୁରକ୍ଷାବଳ ଏନକାଉଣ୍ଟରରେ ୧୨ ମାଓବାଦୀ ନିପାତ ହୋଇଛନ୍ତି । ମାଓ ଦମନ ନେଇ ବିଜାପୁର ଓ ସୁକମା ଜିଲାରେ ବଡ ଧରଣର ଏନକାଉଣ୍ଟର ହୋଇଛି । ସର୍ଚ୍ଚ ଅପରେସନ ସମୟରେ ମାଓବାଦୀଙ୍କ ତରଫରୁ ଆକ୍ରମଣ ହେବା ପରେ ସୁରକ୍ଷାବଳ ତରଫରୁ ପାଲଟା ଜବାବ ଦିଆଯାଇଥିଲା । ଏଥିରେ ୧୨ ଜଣ ମାଓବାଦୀ ନିହତ ହୋଇଛନ୍ତି । ଗୁଳି ବିନିମୟ ଜାରି ଥିବା ସୂଚନା ମିଳିଛି ।