ସୂଚନା ଦେଲେ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା: ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା

ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ପଞ୍ଚାୟତିରାଜ ଦିବସରେ ପୁରୀ ଠାରେ ଟଙ୍କା ପ୍ରଦାନ କରାଯିବ । ଷଷ୍ଠ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ବଣ୍ଟନ କରିବେ ସରକାର । ପ୍ରାୟ ୧ ଲକ୍ଷ ୭୦ ହଜାର ମହିଳା ଏକାଥରେ ଦୁଇଟି କିସ୍ତି ଟଙ୍କା ପାଇବେ । ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା ମହିଳା ଟଙ୍କା ପାଇବେ।

Related Articles

Back to top button