
ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଗିରଫ କଲା ସିବିଆଇ
ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଗିରଫ କଲା ସିବିଆଇ । ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ଗିରଫ କରିଛି ସିବିଆଇ । ସନ୍ଦୀପଙ୍କୁ ଗିରଫ କରି ନିଜାମ ପ୍ୟାଲେସ ସ୍ଥିତ କାର୍ଯ୍ୟାଳୟକୁ ସିବିଆଇ ନେଇଥିବା ସୂଚନା ମିଳିଛି । କହିରଖୁଛୁ ଅଭୟା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହିଛି ଆରଜି କର ହସ୍ପିଟାଲ ।