ଦେଶର ୧୪ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନକର

ନୂଆଦିଲ୍ଲୀ: ଦେଶର ୧୪ତମ ରାଷ୍ଟ୍ରପତି ଭାବେ ଜଗଦୀପ ଧନକର ଗୁରୁବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଜଗଦୀପ ଧନକରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ ବରିଷ୍ଠ ସଦସ୍ୟମାନେ ଉପସ୍ଥିତ ଥିଲେ।

Related Articles

Back to top button