
ମାର୍ଗାରେଟ୍ ଆଲଭା ହେଲେ ବିରୋଧୀଙ୍କ ଉପ ରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ: ଉପ ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି।ମାର୍ଗାରେଟ୍ ଆଲଭାଙ୍କୁ ଉପ ରାଷ୍ଟ୍ରପତି ପ୍ରାର୍ଥୀ କରିଛି। ଏନସିପି ଅଧ୍ୟକ୍ଷ ଶରଦ ପାଓ୍ଵାର ରବିବାର ଏହାର ଘୋଷଣା କରିଛନ୍ତି। ମାର୍ଗାରେଟ୍ ଆଲଭା ହେଉଛନ୍ତି ଗୋଆର ପୂର୍ବତନ ରାଜ୍ୟପାଳ। ସେ କର୍ଣ୍ଣାଟକ ନିବାସୀ।