ମାର୍ଗାରେଟ୍ ଆଲଭା ହେଲେ ବିରୋଧୀଙ୍କ ଉପ ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ଉପ ରାଷ୍ଟ୍ରପତି  ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି।ମାର୍ଗାରେଟ୍ ଆଲଭାଙ୍କୁ ଉପ ରାଷ୍ଟ୍ରପତି ପ୍ରାର୍ଥୀ କରିଛି। ଏନସିପି ଅଧ୍ୟକ୍ଷ ଶରଦ ପାଓ୍ଵାର ରବିବାର ଏହାର ଘୋଷଣା କରିଛନ୍ତି। ମାର୍ଗାରେଟ୍ ଆଲଭା ହେଉଛନ୍ତି ଗୋଆର ପୂର୍ବତନ ରାଜ୍ୟପାଳ। ସେ କର୍ଣ୍ଣାଟକ ନିବାସୀ।

Related Articles

Back to top button