ସେନା ବସ୍ ଦୁର୍ଘଟଣାରେ ମୃତ ଓ ଆହତଙ୍କ ପାଇଁ ସହାୟତା ରାଶି ଘୋଷଣା
ଗାଙ୍ଗଟକ୍ : ସେନା ବସ୍ ଦୁର୍ଘଟଣାରେ ଟ୍ୱିଟ କରି ଶୋକ ବ୍ୟକ୍ତ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ମୃତକଙ୍କ ପରିବାର ପ୍ରତି ସେ ସମବେଦନା ଜଣାଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ମୃତ ଯବାନଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି ।
Deeply pained by the loss of lives of the Indian Army personnel due to a road accident in North Sikkim.
The nation is deeply grateful for their service and commitment. My condolences to the bereaved families. Praying for the speedy recovery of those who are injured.
— Rajnath Singh (@rajnathsingh) December 23, 2022