ସେନା ବସ୍ ଦୁର୍ଘଟଣାରେ ମୃତ ଓ ଆହତଙ୍କ ପାଇଁ ସହାୟତା ରାଶି ଘୋଷଣା

ଗାଙ୍ଗଟକ୍ : ସେନା ବସ୍ ଦୁର୍ଘଟଣାରେ ଟ୍ୱିଟ କରି ଶୋକ ବ୍ୟକ୍ତ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ମୃତକଙ୍କ ପରିବାର ପ୍ରତି ସେ ସମବେଦନା ଜଣାଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ମୃତ ଯବାନଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି ।

Related Articles

Back to top button