ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି କରାଯାଇଛି।

ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି ନେତା ମନୀଷ ସିସୋଦିଆଙ୍କୁ ମିଳିଲାନି ଆଶ୍ଵସ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି କରାଯାଇଛି। ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଉଜ୍ ଆଭେନ୍ୟୁ କୋର୍ଟ। ମଙ୍ଗଳବାର ତାଙ୍କ ହେପାଜତ ଅବଧି ଶେଷ ହେଉଥିବାବେଳେ ଜେଲ୍‌ରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କୋର୍ଟରେ ହାଜର ହୋଇଥିଲେ ମନୀଷ ସିସୋଦିଆ।

Related Articles

Back to top button