ପୁଞ୍ଚ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଥିବା ଦୁଇ ଆତଙ୍କବାଦୀଙ୍କ ସ୍କେଚ୍ ଜାରି

ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଭାରତୀୟ ବାୟୁସେନା କନଭୟ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଥିବା ଦୁଇ ଜଣ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି ସେନା । ସେମାନଙ୍କ ସଂପର୍କରେ ସୂଚନା ଦେଲେ ୨୦ ଲକ୍ଷ ଟଙ୍କାର ପୁରସ୍କାର ମିଳିବ ଘୋଷଣା କରାଯାଇଛି । ଏହା ସହ ଉଭୟ ଆତଙ୍କବାଦୀଙ୍କୁ ଗିରଫ କରିବା ପାଇଁ ସୁରକ୍ଷା ବାହିନୀର ଟିମ୍ ସର୍ଚ୍ଚ ଅପରେସନ ମଧ୍ୟ ଚଳାଇଛନ୍ତି ।

Related Articles

Back to top button