ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମାମଲାରେ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସର୍ବୋଚ୍ଚ ଅଦାଲତ । ହେଲେ ସିବିଆଇ ମାମଲାରେ ଜେଲରେ ରହିବେ ଅରବିନ୍ଦ କେଜ୍ରିୱାଲ । ଏହି ଘଟଣାରେ ବଡ ବେଞ୍ଚକୁ ମାମଲା ହସ୍ତାନ୍ତର କରାଯାଇଛି । ଏହାସହିତ ମାମଲା ସୁପ୍ରିମକୋର୍ଟରେ ଗଠିତ ତିନି ଜଣିଆ ଖଣ୍ଡପୀଠରେ ଶୁଣାଣି ହେବ । ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ ଗିରଫ ହୋଇଥିଲେ କେଜ୍ରିୱାଲ ।

Related Articles

Back to top button