ପଦାର୍ଥ ବିଜ୍ଞାନ ପାଇଁ ନୋବେଲ୍‌ ଘୋଷଣା

ପଦାର୍ଥ ବିଜ୍ଞାନ ପାଇଁ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ତିନି ଜଣ ପଦାର୍ଥ ବିଜ୍ଞାନୀ ମିଳିତ ଭାବେ ପାଇବେ ନୋବେଲ୍‌ ପୁରସ୍କାର-୨୦୨୩। ପିଏରେ ଅଗୋସ୍ତିନି, ଫେରେନ୍ସ କ୍ରାଉଜ ଏବଂ ଆନେ ଏଲ’ହୁଇଲିଅର ପଦାର୍ଥ ବିଜ୍ଞାନ ପାଇଁ ପାଇବେ ସମ୍ମାନଜନକ ନୋବେଲ୍‌ ପୁରସ୍କାର।

ପଦାର୍ଥରେ ଇଲେକ୍ଟ୍ରୋନ୍ ଗତିଶୀଳତା କ୍ଷେତ୍ରରେ ଅନୁସନ୍ଧାନ ପାଇଁ ଏହି ତିନି ବୈଜ୍ଞାନିକଙ୍କୁ ମିଳିବ ନୋବେଲ୍। ଆନେ ଏଲ’ହୁଇଲିଅର ପଦାର୍ଥ ବିଜ୍ଞାନର ଏହି କ୍ଷେତ୍ରରେ ନୋବେଲ୍‌ ଜିତିଥିବା ପଞ୍ଚମ ମହିଳା।

Related Articles

Back to top button