ମୁର୍ଶିଦାବାଦ ହତ୍ୟା ମାମଲାରେ ଝାରସୁଗୁଡ଼ା ବନହରପାଲି ଥାନା ଅଞ୍ଚଳରୁ ୨ ଅଭିଯୁକ୍ତ ଗିରଫ

ପଶ୍ଚିମବଙ୍ଗ ମୁର୍ଶିଦାବାଦ ଦଙ୍ଗାରେ ହିନ୍ଦୁ ବାପପୁଅଙ୍କୁ ହତ୍ୟା ଘଟଣା । ଝାରସୁଗୁଡ଼ା ବନହରପାଲି ଥାନା ଅଞ୍ଚଳରୁ ୨ ଅଭିଯୁକ୍ତ ଗିରଫ । ବାନି ଇସ୍ରାଏଲ, ସେଫାଉଲ୍‌ ହକ୍‌ ଗିରଫ ।ପିସ୍ତଲ, ଗୁଳି, ଖୋକା ଜବତ ମଧ୍ୟ ହୋଇଛି । ବନହରପାଲି ପୋଲିସ ସହାୟତାରେ ଗିରଫ କଲା ପଶ୍ଚିମବଙ୍ଗ STF ଟିମ୍। ସୂଚନା ଦେଲେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍‌। ଦଙ୍ଗାରେ ସମ୍ପୃକ୍ତି ଅଭିଯୋଗରେ ଆଉ ୬ ଜଣଙ୍କୁ ଅଟକ ରଖି ପଚରାଉଚରା ।ମୁର୍ଶିଦାବାଦରେ ଦଙ୍ଗା ପରେ ଝାରସୁଗୁଡ଼ା ଆସି ଆତ୍ମଗୋପନ କରିଥିଲେ ।

Related Articles

Back to top button