
ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଆସି ପହଞ୍ଚିଲେ ମହାମହିମ ।ଆସନ୍ତକାଲି ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ସୂଚନା ରହିଛି ।ବିମାନବନ୍ଦରରୁ ରାଜଭବନ ଅଭିମୁଖେ କଡା ସୁରକ୍ଷା ମଧ୍ୟରେ ଯାଉଛି ମହାମହିମ ରାଷ୍ଟ୍ରପତିଙ୍କ କାରକେଡ୍ । ଆଜି ରାଜଭବନରେ ରାତ୍ରୀଯାପନ କରିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ