
IED ବିସ୍ଫୋରଣରେ ୨ ଯବାନ ଗୁରୁତର
IED ବିସ୍ଫୋରଣରେ ୨ ଯବାନ ଗୁରୁତର। ବାଲିଗୁଡ଼ା ତୁମୁଡିବନ୍ଧ ଥାନା ସିର୍ଲା ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ଉପରେ ମାଓବାଦୀଙ୍କ ଆକ୍ରମଣ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀଙ୍କ ପକ୍ଷରୁ ଜଙ୍ଗଲରେ ଲ୍ୟାଣ୍ଡମାଇନ ଖଞ୍ଜା ଯାଇଥିଲା। ଆକ୍ରମଣରେ ଦୁଇ ଜଣ ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି। ଏହି ଘଟଣା ପରେ ସିର୍ଲା ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।