ହୀରାକୁଦରେ ଆଉ ୨ ଗେଟ୍‌ ଖୋଲିଲା : ୧୦ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ପୂର୍ବାହ୍ନରେ ୩ଟି ଗେଟ୍‌ ଖୋଲାଯାଇଥିବା ବେଳେ ଅପରାହ୍ନରେ ଆଉ ଦୁଇଟି ଗେଟ୍‌ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍‌ ଖୋଲାଯାଇଥିଲା। ବର୍ତ୍ତମାନ ମୋଟ୍‌ ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି।

Related Articles

Back to top button