
କେନ୍ଦ୍ରାପଡ଼ା ଜିଲ୍ଲା ସାତଭାୟା ବଗପାଟିଆ ଥଇଥାନ କଲୋନୀ ପାଇଁ ୨୨ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲ୍ଲା ସାତଭାୟା ବଗପାଟିଆ ଥଇଥାନ କଲୋନୀ ପାଇଁ ମଞ୍ଜୁର ହେଲା ୨୨ କୋଟି ଟଙ୍କା । ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ। ୫ଟି ସଚିବ ଭିକେ ପାଣ୍ଡିଆନ୍ଙ୍କ କ୍ଷେତ୍ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟ ବାଇଶ କୋଟି ଟଙ୍କା ମଞ୍ଜୁର ହୋଇଛି ।