କ୍ୟାବିନେଟ୍‌ ବୈଠକରେ ୩୩ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ମୋଟ ୩୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ବାଜିଛି । ବୈତରଣୀ ନଦୀରେ ୨ଟି ବ୍ୟାରେଜ୍‌ ନିର୍ମାଣ ପାଇଁ କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ ହୋଇଛି । ୨ ଶହ କୋଟି ବ୍ୟୟରେ ୨ଟି ବ୍ୟାରେଜ୍‌ କରାଯିବ । ଯାହା ଫଳରେ ବନ୍ୟା ନିୟନ୍ତ୍ରଣ କରିହେବ ।

Related Articles

Back to top button