ବିଶ୍ବନାଥ ପଣ୍ଡିତଙ୍କ ସ୍ମୃତିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

କଟକର ପୁରୀ-ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡ଼ିରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଏବଂ ସମାଜବାଦୀ ନେତା ସ୍ବର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ ଓ ରିଡିଂ ହଲ୍ । ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ଏଠାରେ ନିଜକୁ ପ୍ରସ୍ତୁତ କରିପାରିବେ ଛାତ୍ରଛାତ୍ରୀ । 5T ସଚିବ ଭି.କେ. ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ ଜନସାଧାରଣ ଦେଇଥିଲେ ମତ । ଏହାକୁ ଭିତ୍ତି କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେଲେ ନିଷ୍ପତ୍ତି । ଏଥିପାଇଁ ୩୦ କୋଟି ୫୮ ଲକ୍ଷ ୩୧ ହଜାର ଶହେ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ ।

Related Articles

Back to top button