ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର honorarium
ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର honorarium ପ୍ରଦାନ ପାଇଁ ମୁଖ୍ୟ ମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ।