ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ କଣ୍ଠଶିଳ୍ପୀ ଅନୁରାଧା ପୋଢୁଆଲ୍

ପୁରୀ: ବିଶିଷ୍ଟ କଣ୍ଠଶିଳ୍ପୀ ଅନୁରାଧା ପୋଢୁଆଲ୍ ଆଜି ଶ୍ରୀଗୁଣ୍ଡିଚା ମନ୍ଦିର ଆସି ଆଡପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଆଜି ଆଡପ ମଣ୍ଡପରେ ଶେଷ ଦର୍ଶନ ହୋଇଥିବାରୁ ଅନୁରାଧା ଗର୍ଭଗୃହକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ ଓ ସାନିଧ୍ୟ ଲାଭ କରି ସେ ବେଶ୍ ଖୁସି ବୋଲି ମତବ୍ୟକ୍ତ କରିଥିଲେ । ତେବେ ପୁରୀରେ ଏକ ଭଜନ ସମାରୋହରେ ଅନୁରାଧା ଯୋଗ ଦେବାର କର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି ।

Related Articles

Back to top button