ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେବେ ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି କରାଯିବ।

Related Articles

Back to top button