ବର୍ଷାଙ୍କୁ ସମନ କରିଲା ଦିଲ୍ଲୀ ପୋଲିସ

କଟକ: ବଢିଲା ବର୍ଷା ପ୍ରିୟଦର୍ଶିନୀଙ୍କ ଅଡୁଆ । ବର୍ଷାଙ୍କୁ ସମନ କରିଛି ଦିଲ୍ଲୀ ପୋଲିସ । ସାଂସଦ ଅନୁଭବଙ୍କ କର୍ମଚାରୀଙ୍କୁ ଜାତିସୂଚକ ଗାଳି ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଦିଲ୍ଲୀ ପୋଲିସର ସମନ । ବର୍ଷାଙ୍କ ସହ ତାଙ୍କ ଝିଆରୀ ଓ ମାଆଙ୍କୁ ବି ସମନ ହୋଇଥିବା ଚର୍ଚ୍ଚା ।

ଖବର ଅନୁଯାୟୀ, ୨୦୧୯  ଜୁଲାଇ ୯  ତାରିଖର ମାମଲା ୨୦୨୨ ଜୁଲାଇରେ ଦିଲ୍ଲୀ ପୋଲିସ ପଞ୍ଜିକୃତ କରିବା ପରେ ଏବେ ବର୍ଷାଙ୍କ ଅଡୁଆ ବଢିଛି । ବଡକଥା ହେଉଛି ଗତ ୨୫ ତାରିଖରେ ଦିଲ୍ଲୀ ପୋଲିସର ଏକ ଟିମ ବର୍ଷାଙ୍କୁ ଖୋଜି କଟକରେ ପହଂଚିଥିଲା।  ପୁରୀ ଘାଟ ଥାନା ପୋଲିସ ସହଯୋଗ କରିନଥିଲା । ପରେ ବହୁତ ସମୟ ପରେ ବର୍ଷା ଓ ତାଙ୍କ ବଡ଼ ଭଉଣୀ ଥାନାକୁ ଆସି ସମନ ଗ୍ରହଣ କରିଥିବା ଜଣାପଡିଛି ।

Related Articles

Back to top button