ଦଳର ଖରାପ ପ୍ରଦର୍ଶନ ପରେ ପଦ ଛାଡ଼ିଲେ ଭକ୍ତ ଦାସ

ଦଳର ଖରାପ ପ୍ରଦର୍ଶନ ପରେ ପଦ ଛାଡ଼ିଲେ ଭକ୍ତ ଦାସ । ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦ ଛାଡ଼ିଲେ । ଅଧ୍ୟକ୍ଷ ପଦ ଛାଡ଼ିବା ନେଇ ଏଆଇସିସି ସଭାପତିଙ୍କୁ ସେ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ସେ ମାର୍ଚ୍ଚ ୨୨ରେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ବ ନେଇଥିଲେ।

Related Articles

Back to top button