ବଦଳିଲେ ଭୁବନେଶ୍ୱର ମହାନଗର ନିଗମ କମିଶନର

ବଦଳିଲେ ଭୁବନେଶ୍ୱର ମହାନଗର ନିଗମ କମିଶନର । ରାଜେଶ ପ୍ରଭାକର ପାଟିଲ ହେଲେ ବିଏମ୍‌ସି କମିଶନର । ୨୦୦୫ ବ୍ୟାଚ୍‌ର ଆଇଏଏସ୍ ରାଜେଶ ପ୍ରଭାକର ପାଟିଲ । ନୂଆ ବିଏମ୍‌ସି କମିଶନର ନିଯୁକ୍ତି ନେଇ ଜିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନର କମିଶନର ବିଜୟ ଅମୃତା କୁଲାଙ୍ଗେ ମାସେ ଛୁଟିରେ ଯିବେ । ଛୁଟି ପାଇଁ ଆବେଦନ କରିଥିଲେ ବିଜୟ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

Related Articles

Back to top button